Corona update - ଦେଶରେ ୨୪ ଘଂଟାରେ ଚିହ୍ନଟ ହେଲେ ୧ଲକ୍ଷ ୧୫ ହଜାର ୭୩୬ ନୂଆ ଆକ୍ରାନ୍ତ, ୬୩୦ ମୃତ : ୮ ଲକ୍ଷ ଟପିଲା ସକ୍ରିୟ ଆକ୍ରାନ୍ତ ସଂଖ୍ୟା

 ଦେଶରେ ରେକର୍ଡ ଭାଙ୍ଗିଲା କରୋନା ସଂକ୍ରମଣ । ୨୪ଘଣ୍ଟାରେ ଦିନକରେ ୧,୧୫,୭୩୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୩୦ ଜଣଙ୍କର ମୃତ୍ୟୁ ହୋଇଛି । ଏଥି ସହିତ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୨୮,୦୧,୭୮୫ କୁ ବୃଦ୍ଧି ପାଇଛି । ସେହିଭଳି ଦେଶରେ ୨୪ଘଣ୍ଟାରେ ୫୯,୮୫୬ ଜଣ ସୁସ୍ଥ ହୋଇଛନ୍ତି ।  ୫୯,୮୫୬ ଜଣଙ୍କୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୧,୧୭,୯୨,୧୩୫ରେ ପହଞ୍ଚିଛି । ଆଉ ୮,୪୩,୪୭୩ ସକ୍ରିୟ ସଂକ୍ରମିତ ଥିବା ବେଳେ ୧,୬୬,୧୭୭ ରେ ପହଞ୍ଚିଛି ମୃତ୍ୟୁ ସଂଖ୍ୟା  ।

 ରାଜ୍ୟରେ ମଧ୍ୟ ବୃଦ୍ଧି ପାଉଛି ଦୈନିକ ସଂକ୍ରମଣ । ଲଗାତାର କିଛି ଦିନର ତଥ୍ୟକୁ ଅନୁଶୀଳନ କଲେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଥିବାର ଦେଖିବାକୁ ମିଳିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୯୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ସର୍ବାଧିକ ରୋଗୀ ସୁନ୍ଦରଗଡରୁ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡରେ ୧୪୭ ଜଣ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରେ ୧୧୮ ଜଣ, ଅନୁଗୁଳରେ ୧୭ ଜଣ, ବାଲେଶ୍ୱରରେ ୦୬ ଜଣ, ବରଗଡ଼ରେ ୪୮ ଜଣ, ଭଦ୍ରକରେ ୧୦ ଜଣ, ବଲାଙ୍ଗୀରରେ ୧୪ ଜଣ, କଟକରେ ୪୬ ଜଣ, ବୌଦ୍ଧରେ ୨ ଜଣ, ଢେଙ୍କାନାଳରେ ୩ ଜଣ ଓ ଜଗତସିଂହପୁରରେ ୯ ଜଣ ଚିହ୍ନଟ ହୋଇଛନ୍ତି ।ସେହିପରି ଦେବଗଡରେ ଜଣେ, ଗଞ୍ଜାମରେ ୦୯ ଜଣ, ଯାଜପୁରରେ ୧୬ ଜଣ, ଝାରସୁଗୁଡାରେ ୩୧ ଜଣ, କଳାହାଣ୍ଡିରେ ୩୮ ଜଣ, କନ୍ଧମାଳରେ ୪ ଜଣ, କେନ୍ଦ୍ରାପଡାରେ ୧ ଜଣ, କେଉଁଝରରେ ୩୯ଜଣ, କୋରାପୁଟରେ ୯ ଜଣ, ମୟୁରଭଞ୍ଜରେ ୨୪ ଜଣ, ନବରଙ୍ଗପୁରରେ ୨୩ ଜଣ, ନୟାଗଡରେ ୭ ଜଣ, ନୂଆପଡାରେ ୩୧ ଜଣ, ପୁରୀରେ ୪୩ ଜଣ, ରାୟଗଡାରେ ୧୪ ଜଣ, ସମ୍ବଲପୁରରେ ୪୫ ଜଣ, ସୋନପୁରରେ ୭ ଜଣ, ଷ୍ଟେଟ ପୁଲରେ ୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୨୬୬ ଜଣ ସୁସ୍ଥ ହୋଇଥିବାବେଳେ ବର୍ତ୍ତମାନ ୪୨୫୫ଟି ସକ୍ରିୟ ମାମଲା ରହିଛି ।

ଏହାକୁ ପଢ଼ନ୍ତୁ - Corona update (06:04:2021)

                    Corona update (05:04:2021)


ଦୟାକରି ଏହି ଖବରକୁ ସେୟାର କରନ୍ତୁ ଏବଂ ଆମର ଫେସବୁକ୍ ପେଜ୍ "ପ୍ରଣାମ ନ୍ୟୁଜ୍" କୁ ଲାଇକ୍ କରନ୍ତୁ |

 ବର୍ତ୍ତମାନ କୁ ଆପରେ ପ୍ରଣାମ ନ୍ୟୁଜ୍ ମଧ୍ୟ ଉପଲବ୍ଧ .... ଦୟାକରି ଅନୁସରଣ କରନ୍ତୁ ଏବଂ ଆପଣଙ୍କର ମତାମତ ଦିଅନ୍ତୁ ...



ଭ୍ୟାକ୍ସିନ୍ ଆସିଛି ସତ କିନ୍ତୁ କରୋନା ଯାଇନି, ସେଥି ପାଇଁ ଟିକେ ସଚେତନତା ଆବଶ୍ୟକ । ସରକାର ପ୍ରଦତ୍ତ ସମସ୍ତ ନିୟମ ପାଳନ କରନ୍ତୁ ଏବଂ ସୁରକ୍ଷିତ ରୁହନ୍ତୁ । ଆମେ ଡରିବା ନି, ଆମେ ଲଢିବା... ସତ୍ୟବ୍ରତ ପାଣିଗ୍ରାହୀ


Comments

Post a Comment

Popular posts from this blog

Govt comes up with stricter norms for social media, OTT platforms...

Sabnam is first woman to be hanged in independent India. Here's the story of her horrific crime...

୦୯:o୪:୨୦୨୧: - ସାରା ବିଶ୍ଵର କରୋନା ସ୍ଥିତି ସହ ଭାରତ ଓ ଓଡ଼ିଶାର କରୋନା ସଂକ୍ରମଣର ଅପ୍-ଡେଟ୍....

କିମ୍ବଦନ୍ତୀ ଧାବକ ମିଲଖା ସିଂଙ୍କ ଦେହାନ୍ତ : - ପଢ଼ନ୍ତୁ ତାଙ୍କର ସଫଳ କ୍ୟାରିୟର ବିଷୟରେ

ଅନୁପ ଚନ୍ଦ୍ର ପାଣ୍ଡେ ହେଲେ ଭାରତର ନିର୍ବାଚନ କମିଶନର - ଦାୟୀତ୍ଵ ପ୍ରଦାନ କଲେ 'ମହାମହିମ ରାଷ୍ଟ୍ରପତି'

ଲକଡାଉନ୍ ସମୟରେ ସାଇବର ଅପରାଧର ଦ୍ରୁତ ବୃଦ୍ଧି: ଅର୍ଣ୍ଣବ ଚକ୍ରବର୍ତ୍ତୀ

Two minors drowned in the river. The bodies were recovered from the Patali river in the Nandapur block of Koraput district...

ପୁଣି ବଢ଼ିବ କି ଲକ୍ଡ଼ାଉନ୍‌ ? ରାଜ୍ୟରେ ସଂକ୍ରମଣ ହାର କମୁଥିବା ବେଳେ ମଧ୍ୟ ଆଗକୁ ରହିଛି ବଡ଼ ବିପଦ

ଶାଳଗ୍ରାମର ଉତ୍ପତ୍ତି ଏବଂ ଏହାର ଆଧ୍ୟାତ୍ମିକ ତତ୍ତ୍ଵ