ପରଲୋକରେ କଣ୍ଠଶିଳ୍ପୀ ତପୁ ମିଶ୍ର

ଓଲିଉଡର ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ ଘଟିଛି । ଚିକିତ୍ସାଧିନ ଅବସ୍ଥାରେ ତପୁ ମିଶ୍ରଙ୍କ ଦେହାନ୍ତ ହୋଇଛି । ଭୁବନେଶ୍ୱରର  ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ରାତି ୧୧ଟାରେ ତପୁ ମିଶ୍ରଙ୍କ ପରଲୋକ ନେଇ ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି ।

ତପୁ ମିଶ୍ର କରୋନ ଆକ୍ରାନ୍ତ ହୋଇଥିଲେ । ପରେ କରୋନା ପରବର୍ତ୍ତୀ ଜଟିଳ ରୋଗରେ ଆକ୍ରାନ୍ତ ହୋଇ ଗୁରୁତର ହୋଇଥିଲେ । ପରେ ଆଜି ତାଙ୍କର ଦେହାନ୍ତ ହୋଇଛି । ତପୁ ମିଶ୍ରଙ୍କ ଦେହାନ୍ତରେ ଓଲିଉଡ ଜଗତରେ ଶୋକର ଛାୟା ଖେଳି ଯାଇଛି ।

ଅନେକ ସୁପରହିଟ ଓଡିଆ ଫିଲ୍ମରେ ତପୁ ମିଶ୍ର କଣ୍ଠଦାନ କରିଥିଲେ । ଆଇ ଲଭ ୟୁ, ଚକୋଲେଟ ଭଳି ଓଡିଆ ଫିଲ୍ମରେ ସେ କଣ୍ଠଦାନ କରିଥିଲେ । ନିଜର ସୁପରହିଟ ଗୀତ ପାଇଁ ସେ ଘରେ ଘରେ ପରିଚିତ ହୋଇ ପାରିଥିଲେ ।




ଦୟାକରି ଏହି ଖବରକୁ ସେୟାର କରନ୍ତୁ ଏବଂ ଆମର ଫେସବୁକ୍ ପେଜ୍ "ପ୍ରଣାମ ନ୍ୟୁଜ୍" କୁ ଲାଇକ୍ କରନ୍ତୁ |

 ବର୍ତ୍ତମାନ କୁ ଆପରେ ପ୍ରଣାମ ନ୍ୟୁଜ୍ ମଧ୍ୟ ଉପଲବ୍ଧ .... ଦୟାକରି ଅନୁସରଣ କରନ୍ତୁ ଏବଂ ଆପଣଙ୍କର ମତାମତ ଦିଅନ୍ତୁ ...


ଧନ୍ୟବାଦ

Comments

Popular posts from this blog

ହୃଦୟର ମଣିଷଟିଏ

Sanitizer instead of Polio drops

Global warming - The rising temperature of the earth will cause problems like living and food crisis.

୦୯:o୪:୨୦୨୧: - ସାରା ବିଶ୍ଵର କରୋନା ସ୍ଥିତି ସହ ଭାରତ ଓ ଓଡ଼ିଶାର କରୋନା ସଂକ୍ରମଣର ଅପ୍-ଡେଟ୍....

Pharmacists take care of prisoners' health in jail! The training will begin in 30 prisons

Air pollution and the solution....

United Nations Human Rights Commission speaks on India's agriculture law

Humans are ashamed - In Surat, the dog was tied and dragged into the bike

Govt comes up with stricter norms for social media, OTT platforms...