ଆସିଲା ନୂଆ କୋଭିଡ ଗାଇଡଲାଇନ

କୋଭିଡ ଗାଇଡଲାଇନ-

୧-ରାତି ୯ଟାରୁ  ରାଜ୍ୟର ସବୁ ସହରାଞ୍ଚଳରେ ନାଇଟ କର୍ଫ୍ୟୁ ଲାଗୁ ହେବ
୨- ରାତି ୧୦ଟା ପରିବର୍ତ୍ତେ ରାତି ୯ଟାରୁ ଲାଗୁ ହେବ ନାଇଟ କର୍ଫ୍ୟୁ
୩-ମାଟ୍ରିକ ଆସେସମେଣ୍ଟ ପରୀକ୍ଷା ଚାଲୁ ରହିବ, କ୍ଲାସ ବନ୍ଦ ରହିବ
୪- ସମସ୍ତ ସ୍କୁଲ କଲେଜରେ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ କ୍ଲାସ ବନ୍ଦ ରହିବ
୫- କ୍ଲାସ ବନ୍ଦ ରହିଲେ ବି ଅନଲାଇନ ପାଠପଢା ଚାଲୁ ରହିବ
୬-ଦଶମ, ଦ୍ୱାଦଶ ପିଲାଙ୍କ ପାଇଁ ଛୋଟ ଛୋଟ ବ୍ୟାଚ୍ ଡାଉଟ କ୍ଲିୟରିଂ କ୍ଲାସ କରିପାରିବେ
୭- ହାଟ ବଜାରରେ ଭିଡ଼ ହ୍ରାସ ଉପରେ ଗୁରୁତ୍ୱ

୮- ଭିଡ଼ ହେଲେ ମଲ,ଦୋକାନ ମାଲିକ ଦାୟୀ, ୭ ଦିନ ଯାଏ ବନ୍ଦ କରାଯିବ
୯- ରାଜନୈତିକ, ଶୈକ୍ଷିକ ସମାବେଶରେ ସମାବେଶରେ ସର୍ବାଧିକ ୧୦୦ ଲୋକଙ୍କୁ ଅନୁମତି
୧୦- ଇଣ୍ଡୋର ହଲରେ କାର୍ଯ୍ୟକ୍ରମ ହେଉଥିଲେ ୫୦ ପ୍ରତିଶତ କ୍ଷମତାକୁ ଅନୁମତି
୧୧- ପର୍ଯ୍ୟଟନ ସ୍ଥାନରେ ପିକନିକ ସମ୍ପୂର୍ଣ୍ଣ ବାରଣ କରାଯାଇଛି
୧୨- କୌଣସି ହୋଟେଲ, ପାର୍କରେ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଇ ପାରିବେନି
୧୩- ସ୍କୁଲ, କଲେଜ ପିକନିକ, ଏସକର୍ସନ ସମ୍ପୂର୍ଣ୍ଣଭାବେ ବାରଣ
୧୪- ହୋଟେଲ, ବାର ରାତି ୯ଟା ଯାଏ ଖୋଲା, ୫୦% କ୍ଷମତାରେ ଚାଲିବ
୧୫- ରାସ୍ତାକଡ଼ ଦୋକାନ ୯ଟା ଯାଏ ଖୋଲିବ, ସର୍ବାଧିକ ୫ ଜଣ ଗ୍ରାହକ ରହିବେ

Comments

Post a Comment

Popular posts from this blog

୦୯:o୪:୨୦୨୧: - ସାରା ବିଶ୍ଵର କରୋନା ସ୍ଥିତି ସହ ଭାରତ ଓ ଓଡ଼ିଶାର କରୋନା ସଂକ୍ରମଣର ଅପ୍-ଡେଟ୍....

ରାଜ୍ୟରେ ମଧ୍ୟ ଯୁକ୍ତ ଦୁଇ ପରିକ୍ଷା ବାତିଲ୍ - ଘୋଷଣା କଲେ ରାଜ୍ୟ ସରକାର

ସମୟର ଚକ୍ରବ୍ୟୁହ

Water level in Rishiganga lake has reduced by half a feet, scientists still refuse any kind of danger

Global warming - The rising temperature of the earth will cause problems like living and food crisis.

ଓଡ଼ିଆ ଗୀତ - ଥୁଣ୍ଟା ବରଗଛ

ସମ୍ପୂର୍ଣ୍ଣ ରାଜ୍ୟକୁ ୨୪ ଘଣ୍ଟାରେ ଛୁଇଁବ ମୌସୁମୀ - ଆଜି ଠାରୁ ଲାଗି ରହିବ ଏହି ସବୁ ଜିଲ୍ଲାରେ ବର୍ଷା

କିମ୍ବଦନ୍ତୀ ଧାବକ ମିଲଖା ସିଂଙ୍କ ଦେହାନ୍ତ : - ପଢ଼ନ୍ତୁ ତାଙ୍କର ସଫଳ କ୍ୟାରିୟର ବିଷୟରେ

ଟିକେ କୋହଳ ହେଲା... ତଥାପି କଟକ ସମେତ ୧୩ଟି ଜିଲ୍ଲାରେ ୬ ଟା ରୁ ୧ ଟା ଯାଏଁ ଅତ୍ୟାବଶ୍ୟକ ଦୋକାନକୁ ଅନୁମତି