ସତସଙ୍ଗ ଉଚ୍ଚ ବିଦ୍ୟାଳୟର ୨୦୧୫ ମସିହା ଛାତ୍ରଛାତ୍ରୀ ମାନଙ୍କର ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ

ସତସଙ୍ଗ ଉଚ୍ଚ ବିଦ୍ୟାଳୟର ୨୦୧୫ ମସିହା ଛାତ୍ରଛାତ୍ରୀ ମାନଙ୍କର ବନ୍ଧୁମିଳନ କାର୍ଯ୍ୟକ୍ରମ ତା୦୯/୦୬/୨୦୨୪ରିଖ ରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ୪୨ ମୌଜାରେ ଏକ ବଣଭୋଜିର ଆୟଜନ କରାଯାଇଥିଲା । ଆୟୋଜନ ରେ ସମସ୍ତ ସଦସ୍ୟ ମାନେ ଯୋଗ ଦେବା ସହ ପୁରୁଣା ସ୍ମୃତି କୁ ପୁନର୍ବାର ମାନେ ପକାଇବା ସହ ସ୍କୁଲ ସମୟର ସେଇ ସବୁ ଅଭୁଲା ସମୟର ବିଷୟ ଆଲୋଚନାର ପ୍ରସଙ୍ଗ ପାଲଟି ଥିଲା ।

ଏହି ଅବସରରେ ସମସ୍ତ ସଦସ୍ୟ ତଥା,: ସତ୍ୟବ୍ରତ ପାଣିଗ୍ରାହୀ, ରୋହିତ ଯାଦବ, ମୁକେଶ ଦାସ, ରବିକୃଷ୍ଣ ଦାସ, ମୋନାଲିସା ସ୍ୱାଇଁ, ସନ୍ଧ୍ୟା, ସୌଭାଗିନି, ମହେଶ୍ଵତା, ସାନୁ, ସଞ୍ଜୟ, ଅଭିଜିତ ଦାସ ଙ୍କ ସହ ଅନ୍ୟ ସଦସ୍ୟ ସଦସ୍ୟା ମାନେ ଉପସ୍ଥିତ ଥିଲେ। ସମସ୍ତଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରମ ଟି ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଥିଲା ।

Comments

Popular posts from this blog

ସମୟର ଚକ୍ରବ୍ୟୁହ

Water level in Rishiganga lake has reduced by half a feet, scientists still refuse any kind of danger

୦୯:o୪:୨୦୨୧: - ସାରା ବିଶ୍ଵର କରୋନା ସ୍ଥିତି ସହ ଭାରତ ଓ ଓଡ଼ିଶାର କରୋନା ସଂକ୍ରମଣର ଅପ୍-ଡେଟ୍....

ଓଡ଼ିଆ ଗୀତ - ଥୁଣ୍ଟା ବରଗଛ

ସମ୍ପୂର୍ଣ୍ଣ ରାଜ୍ୟକୁ ୨୪ ଘଣ୍ଟାରେ ଛୁଇଁବ ମୌସୁମୀ - ଆଜି ଠାରୁ ଲାଗି ରହିବ ଏହି ସବୁ ଜିଲ୍ଲାରେ ବର୍ଷା

କିମ୍ବଦନ୍ତୀ ଧାବକ ମିଲଖା ସିଂଙ୍କ ଦେହାନ୍ତ : - ପଢ଼ନ୍ତୁ ତାଙ୍କର ସଫଳ କ୍ୟାରିୟର ବିଷୟରେ

ଟିକେ କୋହଳ ହେଲା... ତଥାପି କଟକ ସମେତ ୧୩ଟି ଜିଲ୍ଲାରେ ୬ ଟା ରୁ ୧ ଟା ଯାଏଁ ଅତ୍ୟାବଶ୍ୟକ ଦୋକାନକୁ ଅନୁମତି

ରାଜ୍ୟରେ ମଧ୍ୟ ଯୁକ୍ତ ଦୁଇ ପରିକ୍ଷା ବାତିଲ୍ - ଘୋଷଣା କଲେ ରାଜ୍ୟ ସରକାର

Actor Rajiv Kapoor passes away at 58